ଗଞ୍ଜାମ ଜିଲ୍ଲାର ସବୁ ସରପଞ୍ଚଙ୍କ ସହ କଥା ହେବେ ନବୀନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲାର ସରପଞ୍ଚମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେବେ ବୋଲି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଗଞ୍ଜାମ ଜିଲ୍ଲାରେ ମହାମାରୀ କରୋନା ଭାଇରସ…