ଏଥର ପିଲାମାନେ ଏନସିଇଆରଟି ପାଠ୍ୟ ପୁସ୍ତକରେ ଇଣ୍ଡିଆ ବଦଳରେ ପଢିବେ ଭାରତ
ରାଷ୍ଟ୍ରୀୟ ଶିକ୍ଷା ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ ପ୍ୟାନେଲ ତରଫରୁ ସମସ୍ତ ଏନସିଇଆରଟି ପାଠ୍ୟ ପୁସ୍ତକରେ ଇଣ୍ଡିଆ ସ୍ଥାନରେ ଭାରତ ଲେଖାଯିବା ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ନିଷ୍ପତ୍ତି କମିଟିର ସମସ୍ତ ସଦସ୍ୟଙ୍କ ସହମତି କ୍ରମେ ନିଆଯାଇଛି । ଏନସିଇଆରଟି ପୁସ୍ତକର ଆଗାମୀ…