ପଞ୍ଚମ ଥର ପାଇଁ ନିଫ୍ୟୁ ରିଓ ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ନେଫ୍ୟୁ ରିଓ ମଙ୍ଗଳବାର ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜଧାନୀ କୋହିମାରେ ଆୟୋଜିତ ସମାରୋହରେ ରାଜ୍ୟପାଳ ଲା ଗଣେଶନ ତାଙ୍କୁ ଶପଥ ପାଠ କରାଇଥିଲେ । ପଞ୍ଚମ ଥର ପାଇଁ ନିଫ୍ୟୁ ରିଓ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନେରନ୍ଦ୍ର…