Browsing Tag

Near Jaring forest

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୫ ଜଣଙ୍କ ସମେତ ୬ ମୃତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବୁଧବାର ଭୋରରୁ ଏକ ସଡ଼କ ଦୁର୍ଘଟଣା ଘଟି ଗୋଟିଏ ପରିବାରର ୫ଜଣ ସଦସ୍ୟଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲାରେ । କଳାହାଣ୍ଡି ଜିଲ୍ଲାର ଜାରିଙ୍ଗ ଜଙ୍ଗଲ ନିକଟରେ ଆଜି ଭୋର୍‌ ପ୍ରାୟ ୪ଟା ବେଳେ ଏକ କାର୍‌ ଓ ଏକ…