Browsing Tag

New 14 corona positive

ଆଉ ୧୪ କରୋନା ଆକ୍ରାନ୍ତଙ୍କ ସହ ଗଞ୍ଜାମ ଛୁଇଁଲା ୮୩, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ଆଉ ୧୪ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ଜଣ ଗଞ୍ଜାମର ହୋଇଥିବା ବେଳେ ସୁନ୍ଦରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ ରେ ପହଞ୍ଚିଛି । ଏମାନେ ସମସ୍ତେ କୋଲକାତା ଓ…