Browsing Tag

New appointments in Biju Mahila Janata Dal

ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି, ୩ ଜଣଙ୍କୁ କାର୍ଯ୍ୟକାରୀ ସଭାପତି ଦାୟିତ୍ୱ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି ଦିଆଯାଇଛି । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିସ୍ କ୍ରମେ ନୂଆ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ରାଜ୍ୟ କାର୍ଯ୍ୟାଳୟରେ ଉପଦେଷ୍ଟା ଭାବେ ଡକ୍ଟର…