Browsing Tag

New Chief Minister Mohan Majhi garlanded the groom’s son before taking oath

ଶପଥ ପାଠ ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସବୁ କଳ୍ପନାଜଳ୍ପନାର ପୂର୍ଣ୍ଣଚ୍ଛେଦ ପଡିଛି। କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ମୁଣ୍ଡରେ ସୁନାକଳସ ଢାଳିଛି ଦଳ। ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଭାବେ ସେ ଆଜି ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ। ବିଜେପିର ବରିଷ୍ଠ ନେତା ତଥା ପାଟଣାଗଡର ବିଧାୟକ…