ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ ଅଦାଲତ
ଭୁବନେଶ୍ୱର: ରାଜ୍ୟରେ ୩୪ଟି ନୂଆ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବକୁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ମଞ୍ଜୁରୀ ପ୍ରଦାନ କରିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ…