ପାଟଣାଗଡ ଓ କୁଚିଣ୍ଡାରେ ଖୋଲାଯିବ ନୂଆ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI)
ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ। କୁଚିଣ୍ଡାରେ ନୂଆ ସରକାରୀ…