ଯୁବଶକ୍ତିଙ୍କ ପାଇଁ ନୂଆ ସୁଯୋଗ: ୩ ବିଭାଗରେ ୧୮୧ ଜଣଙ୍କୁ ମିଳିଛି ନୂଆ ନିଯୁକ୍ତି
ଆଜି ୩ ବିଭାଗରେ ୧୮୧ ଜଣଙ୍କୁ ମିଳିଛି ନୂଆ ନିଯୁକ୍ତି । ଏହି ନିଯୁକ୍ତି ପର୍ବ କାର୍ଯ୍ୟକ୍ରମରେ ସାମିଲ ହେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଲୋକସେବା ଭବନ କନଭେନସନ ସେଣ୍ଟରରେ ଅନୁଷ୍ଠିତ ହୋଇଥିଲା ।
ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବା ସହ ନବନିଯୁକ୍ତଙ୍କୁ…