ଅର୍ଚ୍ଚନା ନାଗଙ୍କ ମାମଲାରେ ନୂଆ ମୋଡ; ଶ୍ରଦ୍ଧାଞ୍ଜଳିଙ୍କୁ ଖୋଜୁଛି ଇଡି
ଶ୍ରଦ୍ଧାଞ୍ଜଳିଙ୍କୁ ଖୋଜୁଛି ପ୍ରବର୍ତନ ନିର୍ଦ୍ଦେଶାଳୟ(ଇଡି) । ଇଡିର ତଦନ୍ତକାରୀ ଟିମ୍ ଟାର୍ଗେଟରେ ଶ୍ରଦ୍ଧାଞ୍ଜଳି ବେହେରା । ଇଡିର କହିବା ଅନୁସାରେ ଶ୍ରଦ୍ଧାଞ୍ଜଳି ହିଁ କହିପାରିବେ ଅର୍ଚ୍ଚନା ନାଗ ଫାଶର ଅସଲ କଥା । ତେବେ ଇଡି ପାଇଁ ଏବେ ଜରୁରୀ ହୋଇପଡ଼ିଛି ଶ୍ରଦ୍ଧାଞ୍ଜଳିଙ୍କ ପାଖରେ…