Browsing Tag

nimatrana

ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨” ଲୋକାର୍ପିତ, ବିଶ୍ୱ ଦେଖିବ ଓଡ଼ିଆ ଖାଦ୍ୟର ମହକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି । ଗତବର୍ଷ…