ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ବବୁଲ ଆହତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିରାକାରପୁର ଥାନା ଅଧୀନ ରାମେଶ୍ୱରଠାରେ ଗୁରୁବାର ରାତିରେ ଟାଙ୍ଗୀ ଓ ନିରାକାରପୁର ଥାନା ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଫିରୋଜ ଶାହ ଓରଫ ବବୁଲ(୨୫) ଆହତ ହୋଇଛି । ବବୁଲ ର ବାମ ଗୋଡ ଓ ଡାହଣ ଗୋଡ଼ ଆଣ୍ଠୁରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ତାକୁ…