Browsing Tag

Nnational

ବାତ୍ୟା ‘ୟଶ୍’ ନେଇ ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ‘ୟଶ୍’ ନେଇ ପ୍ରଧାନମନ୍ତ୍ରୀ ମୋଦି ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରେ ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ରାଜ୍ୟର ଅଧିକାରୀଙ୍କ ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ଏଜେନ୍ସି ଭାଗ…