Browsing Tag

No community spread in India

ଏଯାଏଁ ଭାରତରେ ଗୋଷ୍ଠୀ ସଂକ୍ରମଣ ହୋଇନି

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭାରତରେ ଏଯାଏଁ ହୋଇନି ଗୋଷ୍ଠୀ ସଂକ୍ରମଣ। ଦିନକୁ ଦିନ ଦେଶରେ ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ଆମେ ଗୋଷ୍ଠୀ ସଂକ୍ରମଣ ଷ୍ଟେଜକୁ ଯାଇନେ । ଏନେଇ ଗୁରୁବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି ।ଭାରତରେ କେହି ମଧ୍ୟ ଗୋଷ୍ଠୀ ସଂକ୍ରମଣର ଶିକାର…