ପଶ୍ଚିମ ଓଡ଼ିଶାରେ ଆବଶ୍ୟକତା ନାହିଁ ହାଇକୋର୍ଟ ସ୍ଥାୟୀ ବେଞ୍ଚ:କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ
ପଶ୍ଚିମ ଓଡ଼ିଶାରେ ଆବଶ୍ୟକତା ନାହିଁ ହାଇକୋର୍ଟ ସ୍ଥାୟୀ ବେଞ୍ଚ । ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଏହି ବୟାନ ଦେଇଛନ୍ତି କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ । କହିଛନ୍ତି, ଯେହେତୁ ଇ-କୋର୍ଟ ବ୍ୟବସ୍ଥା ଆରମ୍ଭ ହେଲାଣି, ଭର୍ଚୁଆଲରେ ସବୁ ସୁବିଧା ମିଳୁଛି । ଇ-କୋର୍ଟ ବ୍ୟବସ୍ଥା…