ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ୍ ନେବା ମନା
ଇଂରାଜୀ ନବବର୍ଷ ୨୦୨୩ର ପ୍ରଥମ ଦିନରୁ ଅର୍ଥାତ୍ ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ୍ ନେବା ଉପରେ କଟକଣା ଜାରି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀ, ସେବାୟତ ଓ ଜେଟିପି- ସମସ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ସ୍ମାର୍ଟ ଫୋନ୍ ନନେବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
ସେବାୟତମାନେ…