ଭାଇରଲ ହେଲା ରଥ ଉପରେ ଅଣ ସେବାୟତଙ୍କ ରିଲ୍
ରଥ ଉପରେ ଅଣ ସେବାୟତଙ୍କ ରିଲ୍ । ରଥରେ ରଢ଼ି ରିଲ୍ ତିଆରି କରି ସୋସିଆଲ ମିଡିଆରେ ଛାଡ଼ିଛନ୍ତି ଜଣେ ଅଣ ସେବାୟତ । ଏହି ରିଲ୍ ଏବଂ କିଛି ଫଟୋ ଭାଇରାଲ ହୋଇଛି ।
ଗତ ରଥଯାତ୍ରାରେ ସେବାୟତ ବେଶରେ ବହୁ ଅଣ ସେବାୟତ ମହାପ୍ରଭୁଙ୍କ ରଥ ଉପରେ ଚଢିଥିବା ନଜରକୁ ଆସିଛି । ରଥ ଉପରେ ଏହି…