କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍
ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ କ୍ରସ ଭୋଟିଂ ଦେଇଥିବା ନେଇ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ । ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ନୋଟିସ୍ ଜାରି କରିଛନ୍ତି । ୨ ସପ୍ତାହ ଭିତରେ ଜବାବ ଦେବାକୁ କଟକ ବାରବାଟୀ…