Browsing Tag

Notification released for first phase election

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା। ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ…