Browsing Tag

Now CCTV to curb crime in capital

ଏଣିକି ରାଜଧାନୀରେ ଅପରାଧକୁ ଜଗିବ ‘ସହଭାଗିତା’

ଏଣିକି ରାଜଧାନୀରେ ଅପରାଧ ଘଟାଇବା ପୂର୍ବରୁ ଶହେ ଥର ଚିନ୍ତା କରିବେ ଅପରାଧୀ । କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ଆରମ୍ଭ ହେବ 'ସହଭାଗିତା' । ସିସିଟିଭି ସର୍ଭେଲାନ୍ସରେ ରହିବ ଭୁବନେଶ୍ୱର । ଅପରାଧୀଙ୍କୁ ଧରିବା ଓ କ୍ରାଇମ୍ କଣ୍ଟ୍ରୋଲ କରିବା ପାଇଁ କମିଶନରେଟ ପୋଲିସର ନୂଆ ରଣନୀତି ।…