ଏଣିକି ଶ୍ରୀମନ୍ଦିରକୁ ଗଲାବେଳେ ଭକ୍ତ ପିନ୍ଧିବେ ଶାଳୀନତାପୂର୍ଣ୍ଣ ପୋଷାକ
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଗତ ୯…