ଏଣିକି ୧୦ ଟଙ୍କାରେ ବୁଲିବେ ଷ୍ଟେଟ ମ୍ୟୁଜିଅମ
ଓଡିଶା କଳାର ଭୂମି । ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି ।
ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର…