Browsing Tag

Oath ceremony sasmit Patra

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ଡ. ସସ୍ମିତ ପାତ୍ର

ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି ଡ. ସସ୍ମିତ ପାତ୍ର। ଉପରାଷ୍ଟ୍ରପତି ତଥା ଗୃହର ଅଧ୍ୟକ୍ଷ ଏମ ଭେଙ୍କୟାନାଇଡୁ ତାଙ୍କୁ ଶପଥ କରାଇଥିଲେ। ସସ୍ମିତ ଦ୍ବିତୀୟ ଥର ପାଇଁ ଏହି ଶପଥ ଗ୍ରହଣ କରିଛନ୍ତି । ଆଜି ଶପଥ ନେବାକୁ ତାଙ୍କ ନାମ ଡକାଯିବା ମାତ୍ରେ ଗୃହରେ ସଦସ୍ୟମାନେ ତାଳିମାରି…