ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ହୋଇଥିଲା। ଜଟଣୀ ସ୍ଥିତ ବାସଭବନରେ ସେ ଶେଷ ନିସ୍ୱାଶ ତ୍ୟାଗ କରିଛନ୍ତି। ଘରେ ବସିଥିବା ବେଳେ ହୃଦଘାତ ହୋଇଥିଲା। ଓଡିଆ ଫିଲ୍ମଜଗତରେ ଅନେକ ସୁପରହିଟ…