ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି ହେଲେ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତ
ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତଙ୍କ ଗାଡ଼ି ଦୁର୍ଘଟଣାଗସ୍ତ । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ମଙ୍ଗୁଳି ନିକଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି ସୁଧାକର । ଏଥିରେ ସୁଧାକର ବସନ୍ତ ଓ ତାଙ୍କ ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଛନ୍ତି ।…