ଖାରକିଭ୍ରୁ ଆଉ 65 ଛାତ୍ରଙ୍କୁ ଉଦ୍ଧାର କଲେ ରାଜ୍ୟ ସରକାର
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପେସୋଚିନ ରେ ବର୍ତ୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମକୁ ଜୋରଦାର କରିଛନ୍ତି। ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ…