Browsing Tag

Odiaha

ପ୍ରାର୍ଥୀ ଚୟନ ପାଇଁ ୧୩ରେ ଓଡ଼ିଶା ଆସିବ କଂଗ୍ରେସର କେନ୍ଦ୍ରୀୟ ସ୍କ୍ରିନିଂ କମିଟି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସର କେନ୍ଦ୍ରୀୟ ସ୍କ୍ରିନିଂ କମିଟି ସଦସ୍ୟ । ଚଳିତମାସ ଶେଷ ସୁଦ୍ଧା ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ଶେଷ ହେବ ବୋଲି ପୂର୍ବରୁ ଦଳ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ କେନ୍ଦ୍ରୀୟ ସ୍କ୍ରିନିଂ କମିଟି…

୩୮ ଆହର କେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକର୍ପିତ । ରାଜ୍ୟର ସମସ୍ତ ୧୧୪ଟି ପୌରାଞ୍ଚଳରେ ଖୋଲିଲା ଆହର କେନ୍ଦ୍ର ।

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫ୍ରରନ୍ସି ମାଧ୍ୟମରେ ୩୮ଟି ଆହାର କେନ୍ଦ୍ରକୁ ଲୋକର୍ପିତ କରିଛନ୍ତି । ଏହି ୩୮ଟି ଆହାର କେନ୍ଦ୍ରର ଉଦଘାଟନ ପରେ ରାଜ୍ୟର ସମସ୍ତ ୧୧୪ଟି ପୌରାଞ୍ଚଳରେ ଖୋଲିଲା ଆହର କେନ୍ଦ୍ର । ସୂଚନା ଅନୁଯାୟୀ, ରାଜ୍ୟରେ ୨୦୧୫ ଏପ୍ରିଲ ୧…

ମୁଖ୍ୟମନ୍ତ୍ରୀଙ୍କ ଫୁଲବାଣୀରେ ୨୫୦ କୋଟିର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ।

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଫୁଲବାଣୀରେ ଆଜି ବିଜୁ ଯୁବବାହିନୀ ସ୍ବେଚ୍ଛାସେବାର ଉତ୍ସବ ପାଳନ କରାଯାଇଛି । କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ ଓ ବୌଦ୍ଧ, ୫ଟି ଜିଲ୍ଲାର ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲାର…

ବିଜେପି ପ୍ରତିଶ୍ରୃତି ସମାବେଶକୁ ପ୍ରତାରଣା ସମାବେଶ କହିଲା ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି ବିଜେପିର ପ୍ରତିଶ୍ରୃତି ସମାବେଶକୁ ପ୍ରତାରଣା ସମାବେଶ ଭାବରେ ଚିତ୍ରଣ କରିଛି ବିଜେଡି । ଆଜି ବିଜେଡି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅଭ୍ୟାସଗତ ମିଛୁଆ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ…

ଆଇଏଏସ ସ୍ତରରେ ଅଦଳବଦଳ, ପଢ଼ନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ଆଇଏଏସ ସ୍ତରରେ ଅଦଳବଦଳ ହୋଇଛି । ମୋଟ ୧୦ଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କ ଆଜି ବଦଳି ହୋଇଛି । ସେହିପରି ଅନୁଗୋଳ, ଝାରସୁଗୁଡ଼ା, ଜଗତସିଂହପୁର, ରାୟଗଡ଼ା ଓ ସମ୍ବଲପୁର ଆଦି ୫ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି । ସୂଚନା ଅନୁଯାୟୀ,…

ଘନ କୁହୁଡିରୁ ସିରିଜ ଦୁର୍ଘଟଣା, ଜଣେ ମୃତ, ୩ ଜଣ ଆହତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଗତ କାଲି ରାତିରେ ଘନ କୁହୁଡି ଯୋଗୁଁ ଅନେକ ସ୍ଥାନରେ ଦୁର୍ଘଟଣା ଘଟିଥିବା ସମ୍ନାକୁ ଆସିଛି । ସୂଚନା ଅନୁଯାୟୀ, ଗତକାଲି ରାତିରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଗଡ଼ପୋଷ ଛକରେ ସିରିଜ ଦୁର୍ଘଟଣା ଘଟିଯାଇଛି । ପ୍ରଥମେ ଦୁଇଟି…

ବିଫଳତା ଲୁଚାଇବା ପାଇଁ ଭେଳିକି କରୁଛି କେନ୍ଦ୍ର: ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିଯୁକ୍ତି ଦାବିରେ ଭାଜପା ଯୁବମୋର୍ଚ୍ଚା ନେତୃତ୍ୱରେ ହଜାର ହଜାର ଯୁବତୀଯୁବକ ଗୁରୁବାର ବିଧାନସଭା ଘେରାଉ କରିବାକୁ ଯାଉଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇ ଥିଲା । ତେବେ ଏଥିରେ କେତେଜଣ ଆହତ ହୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ତେବେ କେନ୍ଦ୍ର ସରକାର ନିଜର…

ଶେଷହେଲା ପଞ୍ଚଦଶ ବିଧାନସଭା ଅଧିବେଶନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚଦଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଅଧାରୁ ଶେଷ ହୋଇଛି । ଆଜି ପଞ୍ଚଦଶ ବିଧାନସଭାର ଶେଷ ଦିନ । ଚଳିତ ବିଧାନସଭା ଅଧିବେଶନ ଫେବୃଆରୀ ୪ରୁ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ଥିଲା । ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଥିଲା ।…

ହାଇକୋର୍ଟର ଦ୍ୱାରସ୍ଥ ହେଲେ ଗୋଲକ ଏବଂ ଭୃଗୁ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଛତ୍ରପୁର କାଉନସିଲର ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ଓଡ଼ିଶା ପୋଲିସ ଦୁଇ ବରିଷ୍ଠ ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ରଙ୍କୁ ନୋଟିସ କରିଥିଲା । ତେଣୁ ଏହି ଦୁଇ ବିଜେପି ନେତା ନିଜର ଆଗୁଆ ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି…

ଗଜପତିରେ ୨୦୦ରୁ ଊର୍ଦ୍ଧ୍ବ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମୋହନା, ନୂଆଗଡ଼, ଆର୍‌ ଉଦୟଗିରି ଏବଂ ରାୟଗଡ଼ା ବ୍ଲକ ପାଇଁ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ୬୬…