Browsing Tag

Odiaha

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ସିଟିଂରେ ପରିବର୍ତ୍ତନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ବର୍ଷ ଫେବୃଆରୀ ୨୨ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୮ ତାରିଖରେ ସରିବ । ଏବର୍ଷ ପରୀକ୍ଷା ସିଟିଂରେ ପରିବର୍ତ୍ତନ କରାଯାଇଛି । ପ୍ରଥମ ସିଟିଂ ସକାଳ ୧୦ଟାରୁ ସାଢେ ୧୨ଟା ଓ ଦ୍ୱିତୀୟ ସିଟିଂ ଦିନ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ । ଏଥର ୨ ହଜାର ୮୩୦ଟି…

ସମ୍ବଲପୁରରେ ୩୩୮ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ନବୀନ ।

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ସମ୍ବଲପୁରରେ ଅନୁଷ୍ଠିତ ହୋଇଥିବା ବିଜୁ ଯୁବ ବାହିନୀ ସମାବେଶରେ ୮୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୧୦୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ୩୩୮ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି…

ଭୁବନେଶ୍ୱର ରେଲୱେ ଷ୍ଟେସନ ବିଶ୍ରାମାଗାର ନିକଟରେ ଲାଗିଲା ନିଆଁ, ଦେଖନ୍ତୁ ଭିଡିଓ

https://youtu.be/wawq6TOac80 ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ସକାଳେ ଭୁବନେଶ୍ୱର ରେଲୱେ ଷ୍ଟେସନର ଯାତ୍ରୀ ବିଶ୍ରାମାଗାର ନିକଟରେ ହଠାତ ନିଆଁ ଲାଗିଥିଲା । ନିଆଁ ଲାଗିବା ପରେ ଯାତ୍ରୀମାନେ ଭୟରେ ଚିତ୍କାର କରି ଦୌଡ଼ିବା କରିଥିଲେ । ନିଆଁ ଲାଗିଥିବା ଖବର ପାଇ ଦମକଳ ବାହିନୀ ରେଲୱେ…

ଇଣ୍ଡିଆ ଟୁଡେ ସର୍ଭେ : ଲୋକପ୍ରିୟତା ଶୀର୍ଷରେ ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏଥର ବି ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ । ଦୀର୍ଘ ୧୯ ବର୍ଷ କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ଲୋକପ୍ରିୟତା ହ୍ରାସ ପାଇନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କର ଏବେ ବି ପ୍ରଥମ ପସନ୍ଦ । ଧର୍ମେନ୍ଦ୍ର ପ୍ରଧାନ ଓ ନିରଞ୍ଜନ ପଟ୍ଟନାୟକଙ୍କୁ…

ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ବୈଠକ, ୧୬ ପ୍ରସ୍ତାବକୁ ମଞ୍ଜୁରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି ।…

ଟ୍ରାଫିକ ଜାମ, ଚାଲିଗଲା ୪ ବର୍ଷ ଶିଶୁର ଜୀବନ, ଦାୟୀ କିଏ ?

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଟ୍ରାଫିକ ଜାମରେ ଫସି ଚାଲିଗଲା ଏକ ନିଷ୍ପାପ ୪ବର୍ଷ ଶିଶୁ କନ୍ୟାର ଜୀବନ । ତାହା ପୁଣି ଭୁବନେଶ୍ୱର ର ଲୋୟର ପିଏମଜିରେ । ଏଭଳି ଏକ ଅଭାବନୀୟ ଘଟଣା ରାଜଧାନୀ ରେ ଘଟିଛି । ଏହି ଘଟଣା ପାଇଁ ପ୍ରକୃତରେ ଦାୟୀ କିଏ ? ଏବଂ ଏଭଳି ସମ୍ବେଦନଶୀଳ ଘଟଣାକୁ କାହିଁକି…

ବିଧାୟକ ପଦରୁ ଇସ୍ତଫା ଦେଲେ ନବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାନୁୟାରୀ ୧୬ରେ ନବ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ଆଜି ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ନବ ଆଜି ତାଙ୍କ ଇସ୍ତଫାପତ୍ର ବାଚସ୍ପତି ପ୍ରଦୀପ ଅମାତଙ୍କୁ ପ୍ରଦାନ କରିଛନ୍ତି । ନବ ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ବିଧାୟକ ଭାବେ…

ଦୁର୍ଘଟଣାରେ ଚୁରମାର ହୋଇଗଲା ବସ ଛାତ, ୨ ମୃତ ଓ ୧୨ ଗୁରୁତର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଭୋରରୁ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲକୋ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ବସଟିର ଛାତ ସମ୍ପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି । ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଛନ୍ତି ।…

ପୂର୍ବତନ ଶିକ୍ଷା ମନ୍ତ୍ରୀ ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ବିଶିଷ୍ଟ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କର ଆଜି ସକାଳେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା । ଗତ କିଛି ଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହୋଇ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି…

ବାଣୀବିହାର ଛାତ୍ରଙ୍କ ଦାଦାଗିରି ଚରମ ସୀମାରେ, ପୋଲିସ ନିରବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଣୀବିହାର ବିଶ୍ୱବିଦ୍ୟାଳୟର ଛାତ୍ରଙ୍କ ଗୁଣ୍ଡାଗିରି ଚରମ ସୀମାରେ । ଦୈନିକ ପ୍ରମୟ ଖବରକାଗଜର ସାମ୍ବାଦିକଙ୍କୁ ମାଡ ମାରି କଲେ ଲହୁଲୁହାଣ । ସାମ୍ବାଦିକ ବୋଲି ଜାଣି ମଧ୍ୟ ଲୁଟିନେଲେ ସୁନା ଚେନ ଓ ଫୋଫାଡ଼ି ଦେଲେ ଆଇ କାର୍ଡ । ଥାନାରେ ରେ ଅଭିଯୋଗ କଲେ ଘରେ ପଶି…