Browsing Tag

Odisha band in 21st by Nabanirman Krusak Sangha

୨୧ରେ ଓଡିଶା ବନ୍ଦ ଡାକରା ଦେଲା ନବନିର୍ମାଣ କୃଷକ ସଙ୍ଗଠନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗଣତନ୍ତ୍ର ବଞ୍ଚାଅ-ଚାଷୀ ବଞ୍ଚାଅ ଆହ୍ବାନରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତା ୨୧ରେ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଉତ୍କଳ ସାମ୍ବାଦିକ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ, ନବନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର…