ବିଧାନସଭାରେ ଆଗତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ୍, ଜାଣନ୍ତୁ କେଉଁ ବିଭାଗକୁ କେତେ ମିଳିଲା…
ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଉପସ୍ଥପାନ କରିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୫୫ ହଜାର କୋଟିର ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ନିର୍ବାଚନ ପାଇଁ କାମଚଳା ବଜେଟ…