ଆମ ଗାଁ, ଆମ ବିକାଶ କାର୍ଯ୍ୟକ୍ରମ: ୫ବ୍ଲକ ପାଇଁ ୩୫.୯୩ କୋଟି ମଞ୍ଜୁର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗାଁର ବିକାଶ ନିମନ୍ତେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଆମ ଗାଁ, ଆମ ବିକାଶ ଯୋଜନା । ଏହି ଯୋଜନା ମାଧ୍ୟମରେ ବିଭିନ୍ନ ଜିଲ୍ଲାର କେତେକ ବ୍ଲକରେ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥ ମଞ୍ଜୁର କରାଯାଉଛି । ଏହି କ୍ରମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ…