ରାଜ୍ୟରେ ୪୦୦ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୦ ନୂଆ ପଜିଟିଭ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୪୧୪ରେ ପହଞ୍ଚିଛି । ଏହି ୨୦ ଜଣଙ୍କ ମଧ୍ୟରୁ ୧୭ ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ୨ ଜଣ ସୁନ୍ଦରଗଡର ଏବଂ ଜଣେ ବୌଦ୍ଧ ଜିଲ୍ଲାର ବୋଲି ସୂଚନା…