କିସ୍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିସ୍ ଏକ ବିଶ୍ୱବିଦ୍ୟାଳୟ ହୋଇପାରିଥିବାରୁ ଜନଜାତି ତଥା ଦୁର୍ବଳ ଜନଜାତି ବର୍ଗର ବହୁ ଜନଜାତି ଛାତ୍ରଛାତ୍ରୀ ଉପକୃତ ହୋଇପାରୁଛନ୍ତି। ତାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କିସ ବିଶ୍ୱବିଦ୍ୟାଳୟ ଛାତ୍ରୀ ଜାମିନୀ ଝାଙ୍କର। ସେ ଚକୁଟିଆ ଭୁଞ୍ଜିଆ ଜନଜାତି…