Browsing Tag

odisha fast

ଇସ୍ତଫା ଦେବାକୁ ବାଧ୍ୟ ହେବେକି ଧର୍ମେନ୍ଦ୍ର !!

ଓଡ଼ିଶା ଫାଷ୍ଟ( ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଉପରେ ପଡିଛି କି ଶନିଦଶା ? ନିଟ ପ୍ରଶ୍ନ ପତ୍ର ଲିକ ହେଉ ବା ସିବିଏସି ମାର୍କ ତ୍ରୁଟି । ଧର୍ମେନ୍ଦ୍ରଙ୍କ ପାରିବା ପଣିଆ ଉପରେ ଉଠାଇଛି ପ୍ରଶ୍ନବାଚୀ । ଯାହାକୁ ନେଇ ସମଗ୍ର ଦେଶରେ ବିରୋଧ ର ସ୍ୱର ଉତ୍ତୋଳନ ହେବାରେ…

ଓଡ଼ିଶାର ଝିଅମାନଙ୍କ ପାଇଁ ନୂଆ ଆତ୍ମବିଶ୍ୱାସର ହସ୍ତାକ୍ଷର ରାଣୀ ଲକ୍ଷ୍ମୀବାଈ ଆତ୍ମରକ୍ଷା ପ୍ରଶିକ୍ଷଣ ଶବିର

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ସରକାର ଏବେ ଝିଅମାନଙ୍କ ସୁରକ୍ଷାକୁ କେବଳ ଆଲୋଚନାର ବିଷୟ ଭାବେ ନୁହେଁ, ଶିକ୍ଷା ପ୍ରଣାଳୀର ମୂଳ ଅଂଶ ଭାବେ ଦେଖୁଛି । “ରାଣୀ ଲକ୍ଷ୍ମୀବାଈ ଆତ୍ମରକ୍ଷା ପ୍ରଶିକ୍ଷଣ" ଯୋଜନା ଅଧୀନରେ ରାଜ୍ୟର ୬୧୧୭ ସରକାରୀ ବିଦ୍ୟାଳୟ ଓ ଛାତ୍ରାବାସରେ ପଢ଼ୁଥିବା…

ଜିଆରଏଫ୍‌ ନିର୍ଦ୍ଦେଶକୁ ଫୁ’: ୨ ବର୍ଷ ହେଲା ଟ୍ରାନ୍ସଫର୍ମର ହସ୍ତାନ୍ତର ଫାଇଲ୍ ଚାପି ବସିଛି ଟିପିସିଓଡିଏଲ୍‌

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଳକାଟି ଅଞ୍ଚଳରେ ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPCODL) ର ଏକ ବଡ଼ ଧରଣର ପ୍ରଶାସନିକ ଅବହେଳା ସାମ୍ନାକୁ ଆସିଛି। ଅଭିଯୋଗ ନିବାରଣ ଫୋରମ୍ (GRF) ର ସ୍ପଷ୍ଟ ନିର୍ଦ୍ଦେଶ ସତ୍ତ୍ୱେ ଏକ ଟ୍ରାନ୍ସଫର୍ମର…

ବିଜେବି କଲେଜ ଛାତ୍ରୀ ତମନ୍ନା ଭୋଇଙ୍କୁ ଖଣ୍ଡପଡ଼ା ଟ୍ରଫି ସମ୍ମାନ ପ୍ରଦାନ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେବି ଅଟୋନୋମସ କଲେଜର ରାଜନୀତି ବିଜ୍ଞାନ ଛାତ୍ରୀ ସୁଶ୍ରୀ ତମନ୍ନା ଭୋଇଙ୍କୁ ଖଣ୍ଡପଡ଼ା ଟ୍ରଫି ସମ୍ମାନ ପ୍ରଦାନ କରାଯାଇଛି । କଲେଜ ପରିସରରେ ଏକ ସ୍ୱତନ୍ତ୍ର ଉତ୍ସବରେ ତମନ୍ନାଙ୍କୁ କଲେଜର ଅଧ୍ୟକ୍ଷା ପ୍ରଫେସର ଝୁମ୍‌କି ରଥ ଏହି ଟ୍ରଫି ପ୍ରଦାନ…

*ବିଜେବି ସ୍ଵୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂଗଠନ ” ବିଜେବି ଫ୍ରେଣ୍ଡସ ” ରେ ଚାଲିଚି…

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେବି ଫ୍ରେଣ୍ଡସ ହେଉଚି ବିଜେବି ସ୍ଵୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂଗଠନ। ୧୯୯୨ ମସିହାରେ ବିଜେବି ଫ୍ରେଣ୍ଡସ ପୁରାତନ ଛାତ୍ର ସଂଗଠନ ବିଜେବି ମହାବିଦ୍ୟାଳୟର ଉନ୍ନତିରେ ସହଯୋଗ କରିବାକୁ ଗଢା ଯାଇଥିଲା। ଉଦ୍ଦେଶ୍ୟ ଥିଲା ରାଜନୀତି ରୁ ଉର୍ଦ୍ଧ ରେ ରହି…

କିଟରେ ପାରମ୍ପରିକ ଉତ୍ସାହ ସହ ଛଟ ପୂଜା ପାଳିତ

ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଟ୍‍ ବିଶ୍ୱବିଦ୍ୟାଳୟରେ ଭକ୍ତି ଓ ପାରମ୍ପରିକ ଉତ୍ସାହ ସହିତ ସୋମବାର ଉତ୍ତର ଭାରତର ଗଣପର୍ବ ପବିତ୍ର ଛଟ୍‍ ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବିହାର ଓ କିଟ୍‍…

କିସ୍‍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିସ୍‍ ଏକ ବିଶ୍ୱବିଦ୍ୟାଳୟ ହୋଇପାରିଥିବାରୁ ଜନଜାତି ତଥା ଦୁର୍ବଳ ଜନଜାତି ବର୍ଗର ବହୁ ଜନଜାତି ଛାତ୍ରଛାତ୍ରୀ ଉପକୃତ ହୋଇପାରୁଛନ୍ତି। ତାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କିସ ବିଶ୍ୱବିଦ୍ୟାଳୟ ଛାତ୍ରୀ ଜାମିନୀ ଝାଙ୍କର। ସେ ଚକୁଟିଆ ଭୁଞ୍ଜିଆ ଜନଜାତି…

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ତାରିଖରୁ ଆରମ୍ଭ ହେଉଛି। ପ୍ରଥମ ଥର କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେଉଛି। ଏହି ସମାବର୍ତ୍ତନ ଉତ୍ସବ ତିନି ଦିନ ଧରି ଆୟୋଜିତ ହେବା ଫଳରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ…

କିଟ୍ ରେ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭ ଅନୁଷ୍ଠିତ

ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସଫଳତାର କୌଣସି ସର୍ଟକଟ୍‍ ନାହିଁ କି କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଶ୍ରୀ ସିମେଣ୍ଟର ଅଧ୍ୟକ୍ଷ ହରି ମୋହନ ବାଙ୍ଗୁର ପ୍ରକାଶ କରିଛନ୍ତି। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ପକ୍ଷରୁ ଶନିବାର ଆୟୋଜିତ ୧୬ତମ ଜାତୀୟ…

ଏସଡିଜି ଲକ୍ଷ୍ୟକୁ ଆଗକୁ ବଢାଇବା ପାଇଁ କିଟ୍‍-କିସ୍‍ ଓ ୟୁନେସ୍କୋ ଏମଜିଆଇଇପି ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାତିସଂଘ ଶତତ ବିକାଶ ଲକ୍ଷ୍ୟ (ଏସଡିଜି) ୪.୭ର ଲକ୍ଷ୍ୟକୁ ଆଗକୁ ବଢାଇବା ପାଇଁ ୟୁନେସ୍କୋ ମହାତ୍ମା ଗାନ୍ଧୀ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଏଜୁକେସନ୍‍ ଫର ପିସ୍‍ (ଏମଜିଆଇଇପି) ଓ କିଟ୍‍-କିସ୍‍ ମଧ୍ୟରେ ଏକ ସହଯୋଗ ଚୁକ୍ତି ସ୍ୱାକ୍ଷର ହୋଇଯାଇଛି। ଆଜି…