କରୋନା ମୁକାବିଲା ପାଇଁ ସହାୟତାର ହାତ ବଢ଼ାଇଲେ ରାଜ୍ୟପାଳ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ଉଭୟ ପିଏମ କେୟାର୍ସ ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ସହାୟତା ପ୍ରଦାନ କରିଛନ୍ତି । ସେ ମୋଟ୍ ୩୪ ଲକ୍ଷ ୨୦ ହଜାର ଟଙ୍କାର ସହାୟତା ପ୍ରଦାନ କରିଥିବାବେଳେ ପିଏମ୍ କେୟାର୍ସ ଫଣ୍ଡକୁ ୧୩…