ଚାକିରିରୁ ବିଦା ହେଲେ ବିଜେପୁର RWSS ସେକ୍ସନର ସହକାରୀ ଯନ୍ତ୍ରୀ
ଚାକିରିରୁ ବିଦା ହେଲେ ବିଜେପୁର RWSS ସେକ୍ସନର ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ । ଏକ କେସ୍ର ବିଚାର ବେଳେ ମିଛ ତଥ୍ୟ ଉପସ୍ଥାପନ କରିଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି । ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିସ କରିଥିଲା ଭିଜିଲାନ୍ସ । ଗୃହ ନିର୍ମାଣ ଓ…