ଓଡ଼ିଶା ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବେ ଉଭା ହୋଇଛି: ମୁଖ୍ୟମନ୍ତ୍ରୀ
ଓଡ଼ିଶା ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବେ ଉଭା ହୋଇଛି ଏବଂ ଏହା ଗତ ଦେଢ଼ ଦଶନ୍ଧି ମଧ୍ୟରେ ଜାତୀୟ ହାର ଠାରୁ ଉଲ୍ଲେଖନୀୟ ଅଗ୍ରଗତି କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
https://twitter.com/CMO_Odisha/status/1643590833713577992
ବୁଧବାର…