ଓଡ଼ିଶାରେ ଗଭର୍ଣ୍ଣାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ତଥ୍ୟନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ଣ୍ଣାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…