ପଞ୍ଚାୟତିରାଜ ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିହେଲା: କଂଗ୍ରେସ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା । ଖଳନାୟକ ଭାବରେ ରାଜ୍ୟର ବିଜେଡି ସରକାର ଓ ତାଙ୍କର ବଚସ୍କର ପାଲଟିଥିବା ରାଜ୍ୟ ନିର୍ବାଚନ କମିଶନ୍ ଏହି…