ନଭେମ୍ବର ୨୨ରୁ ବିଧାନସଭା ସମ୍ମୁଖରେ ଘରୋଇ ବସ୍ ମାଲିକ ସଂଘ ଦେବେ ଧାରଣା, ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ବସ ଧର୍ମଘଟ…
ଆଜି ଅଲ ଓଡିଶା ଘରୋଇ ବସ୍ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଘରୋଇ ବସ୍ ମାଲିକ ସଂଘ ରାଜ୍ୟ ସଭାପତି ଲୋକନାଥ ପାଣି ଓ ରାଜ୍ୟ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସହ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଘରୋଇ ବସ ମାଲିକ ସଂଘ କର୍ମକର୍ତ୍ତା ଯୋଗ ଦେଇଥିଲେ। ଆଜି ବିଭିନ୍ନ ଦାବି ଉପରେ ଚର୍ଚ୍ଚା…