ସ୍ୱର୍ଣ୍ଣ ପଦକ ହାସଲ କଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ
ଚୀନ୍ର ହାଙ୍ଗଝୋଉରେ ଚାଲିଥିବା ଚତୁର୍ଥ ଏସୀୟ ପାରା କ୍ରୀଡ଼ାରେ ଓଡ଼ିଆ ଅଭିଜ୍ଞ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଏକକରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଏକକ ଫାଇନାଲରେ ନିଜ ଦେଶର ନିତେଶ କୁମାରଙ୍କୁ ୨୨-୨୦,୧୮-୨୧,୨୧-୧୯ ରେ ପରାଜିତ କରି ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି।
ଗୁରୁବାର…