Browsing Tag

odisha weather

ରାଜ୍ୟରେ ଆସନ୍ତା ୨୭ ପର୍ଯ୍ୟନ୍ତ ବର୍ଷା; ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ SRC

ରାଜ୍ୟରେ ଆସନ୍ତା ୨୬ କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଲଘୁଚାପ ଥିବାରୁ ବହୁତ ସ୍ଥାନରେ ବର୍ଷା ହେବ। ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତାପରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଏନେଇ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ସମସ୍ତ ପ୍ରସ୍ତୁତି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।…

ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଆଲର୍ଟ କରାଯାଇଛି । ପ୍ରବଳ ବର୍ଷା ପ୍ରଭାବରେ ଅଚାନକ ବନ୍ୟା, ବନ୍ୟା ଭଳି ସ୍ଥିତି କିମ୍ବା ତଳି…

ରାଜଧାନୀର ରାଜରାସ୍ତାରେ ପାଣିର ସୁଅ

ବର୍ଷାରେ ବେହାଲ ଭୁବନେଶ୍ୱର । ରାଜଧାନୀରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ପଳାଶୁଣୀ ଓ ବମିଖାଲ ଅଞ୍ଚଳରେ ରାସ୍ତା ଉପରେ ଚାଲୁଛି ପାଣି । ସହର ସାରା ଜଳବନ୍ଦୀ ସ୍ଥିତି ଲାଗି ରହିଥିବା ବେଳେ ଜନଜୀବନ ବାଧାପ୍ରାପ୍ତ ହୋଇଛି । ଲୋକେ ଅଫିସ…

ଆସୁଛି ବଡ଼ ବର୍ଷା; ୧୭ରୁ ପ୍ରବଳ ବର୍ଷିବ

ଓଡ଼ିଶାକୁ ଆସୁଛି ବଡ଼ ବର୍ଷା । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଦେଖାଦେଇଛି । ଅନୁମାନ କରାଯାଉଛି, ଆଗାମୀ ଦୁଇ ସପ୍ତାହ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି । ତେବେ ଆସନ୍ତା ୧୬ ତାରିଖରେ…

୫ ଦିନ ଯାଏ ପ୍ରବଳ ବର୍ଷା ! ଏହି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୫ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆଜିଠୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ଓ ପ୍ରବଳ ବର୍ଷା…

ରାଜ୍ୟରେ ୪ଦିନ ପ୍ରବଳ ବର୍ଷା

ରାଜ୍ୟରେ ଆଗାମୀ ୪ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ, ଉପକୂଳ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୬ରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ…

ପୁଣି ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷୀବ

ପୁଣି ଆସୁଛି ବର୍ଷା। ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ। ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ…

ରାଜ୍ୟରେ ତାପମାତ୍ରା କମିଲେ ବି ଗୁଳୁଗୁଳି ଅନୁଭୂତ ହେବ

ରାଜ୍ୟରେ ତାପମାତ୍ରା କମିଲେ ବି ଗୁଳୁଗୁଳି ଅନୁଭୂତ ହେବ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବ। ଓଡ଼ିଶାରେ ପାଣିପାଗରେ ସେମିତି କିଛି ନିର୍ଦିଷ୍ଟ ପ୍ରଭାବ ନାହିଁ । ଜଳୀୟବାଷ୍ପ ଯଥେଷ୍ଟ ଅଧିକ ରହିଛି, ଯାହା ଫଳରେ ଆଦ୍ରତା ଅଧିକ ରହିଛି । ଭୁବନେଶ୍ୱର ୮୮ ପ୍ରତିଶତ ଆଦ୍ରତା ଆଜି ସକାଳ ୮ଟା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଏହି ଜିଲ୍ଲାରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ପ୍ରଭାବରେ…