ତିର୍ତ୍ତୋଲରେ ବିଜେଡିର ୧୯ଟି ପଞ୍ଚାୟତରେ କର୍ମି ବୈଠକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ରଘୁନାଥପୁର ବ୍ଲକର ୧୯ଟି ପଞ୍ଚାୟତର କର୍ମି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଆସନ୍ତା ବିଧାନସଭା ଉପନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ବିଜୁ ଜନତା ଦଳର ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ଶଙ୍ଖ…