ସମ୍ଭାବ୍ୟ ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ’
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସମ୍ଭାବ୍ୟ ବାତ୍ୟାକୁ ନେଇ ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି। ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେନି ବୋଲି ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଅଫିସରମାନେ ହେଡକ୍ୱାଟର୍ସରେ…