୨ ବର୍ଷ ପରେ ଅଫ୍ଲାଇନ୍ରେ ମାଟ୍ରିକ ପରୀକ୍ଷା ଆରମ୍ଭ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ଦୁଇ ବର୍ଷ ପରେ ପୁଣି ଅଫଲାଇନ୍ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ୩,୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । କପି ରୋକିବାକୁ ୬୫ଟି ଫ୍ଲାଇଂ…