ଆସନ୍ତାକାଲିଠୁ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆସନ୍ତାକାଲି ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା । ମୋଟ୍ ୬ ହଜାର ୫ ଶହ ୯୭ ପରୀକ୍ଷାର୍ଥୀ ଦେବେ ରେଗୁଲାର ପରୀକ୍ଷା । ମଧ୍ୟମା ଏବଂ ଓପନ୍ ସ୍କୁଲକୁ ମିଶାଇ ୧୫ ହଜାର ୧୫୧ ଜଣ ଦେବେ ପରୀକ୍ଷା । ମାଟ୍ରିକ୍ ପରୀକ୍ଷା ପାଇଁ ବୋର୍ଡ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ।…