Browsing Tag

Ollywood Actor Chakradhar Jena Passes Away

ଲୋକପ୍ରିୟ ଓଡ଼ିଆ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ

ଲୋକପ୍ରିୟ ଓଡ଼ିଆ ଅଭିନେତା ଚକ୍ରଧର ଜେନାଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ଚକ୍ରଧର ଜେନା କେବଳ ଓଡ଼ିଆ ସିନେମା ନୁହେଁ ବଲିଉଡ୍ ଓ ହଲିଉଡ୍ ବି ସେ ନିଜ ଅଭିନୟର ଯାଦୁ ଦେଖାଇଛନ୍ତି। ୧୯୮୮ ମସିହାରେ ସେ ଦିଲ୍ଲୀର ନ୍ୟାସ୍‌ନାଲ ସ୍କୁଲ୍ ଅଫ୍ ଡ୍ରାମାରୁ…