ହାତ ଧରିଲେ ଓଲିଉଡ ଅଭିନେତା ମନୋଜ ମିଶ୍ର
କଂଗ୍ରେସରେ ମିଶିଲେ ଓଲିଉଡ ଅଭିନେତା ମନୋଜ ମିଶ୍ର । ମନୋଜ ମିଶ୍ର ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ।…