ଡ଼ିସେମ୍ବର ୧୭ରେ ବିଜେବି ଫ୍ରେଣ୍ଡସର ବନ୍ଧୁ ମିଳନ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ବିଜେବି କଲେଜ ପୁରାତନ ଛାତ୍ର ସଂଘ "ବିଜେବି ଫ୍ରେଣ୍ଡସ " ର ବନ୍ଧୁ ମିଳନ ଆସନ୍ତା ମାସ ଡିସେମ୍ବର ୧୭ ତାରିଖ ଦିନ ଆୟୋଜିତ ହେବାକୁ ଯାଉଛି | ଏ ନେଇ ରବିବାର ବିଜେବି ଫ୍ରେଣ୍ଡସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆ ଯାଇଛି |
ଉତ୍ସବ ପୂର୍ବରୁ…